Genesis 3:21 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପରମେଶ୍ବର ତାଙ୍କ ପାଇଁ ଚ଼ମଡ଼ାର ବସ୍ତ୍ର ତିଆରି କରି ତାଙ୍କୁ ପିନ୍ଧାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ପରମେଶ୍ଵର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ତାଙ୍କ ପାଇଁ ଚମଡ଼ାର ବସ୍ତ୍ର ତିଆରି କରି ତାଙ୍କୁ ପିନ୍ଧାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।