Genesis 3:22 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପରମେଶ୍ବର କହିଲେ, ଦେଖ ମନୁଷ୍ଯ ଭଲ ଓ ମନ୍ଦର ବୋଧପ୍ରାପ୍ତ ହାଇେ ଆମ୍ଭମାନଙ୍କ ପରି ଜଣେ ହାଇେଅଛି। ଆଉ ଏବେ ସେ ଯେପରି ହାତବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ଯ ଖାଇବା ଉଚ଼ିତ୍ ନୁହଁ। ଯଦି ସେ ଏହା ଖାଇଥାନ୍ତା, ସେ ଅମର ହାଇେଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ପରମେଶ୍ଵର କହିଲେ, ଦେଖ, ମନୁଷ୍ୟ ଭଲମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି; ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି। ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ଖାଇବା ଉଚିତ୍ ନୁହଁ। ଯଦି ସେ ଏହା ଖାଇଥା’ନ୍ତା, ସେ ଅମର ହୋଇଥା’ନ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,