Genesis 3:23 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ପରମେଶ୍ବର, ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ। ଓ ସେ ଯେଉଁ ମୃତ୍ତିକାରୁ ସୃଷ୍ଟି ହାଇେଥିଲେ, ତହିଁରେ କୃଷି କର୍ମ କରିବାକୁ ନିୟୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ସଦାପ୍ରଭୁ ପରମେଶ୍ଵର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ପରମେଶ୍ୱର, ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ସୃଷ୍ଟି ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।