Genesis 3:24 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପରମେଶ୍ବର ଏହିପରି ମନୁଷ୍ଯକୁ ତଡ଼ି ଦେଲେ। ପୁଣି ଅମୃତ ବୃକ୍ଷର ପଥ ପହରା ଦବୋପାଇଁ ସେ କିରୁବଦୂତମାନଙ୍କୁ ଏବଂ ଗୋଟିଏ ଘୂର୍ଣ୍ଣଯମାନ ଖଡ୍ଗ ଏଦୋନ ଉଦ୍ୟାନର ପ୍ରବେଶ ସ୍ଥାନ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ଼୍ଗ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ଏହିପରି ମନୁଷ୍ୟକୁ ତଡ଼ି ଦେଲେ। ପୁଣି ଅମୃତ ବୃକ୍ଷର ପଥ ପହରା ଦେବା ପାଇଁ ସେ କିରୁବଦୂତମାନଙ୍କୁ ଏବଂ ଗୋଟିଏ ଘୂର୍ଣ୍ଣାୟମାନ ଖଡ଼୍ଗ ଏଦନ ଉଦ୍ୟାନର ପ୍ରବେଶ ସ୍ଥାନରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।