Genesis 3:3 — Compare Translations
5 translations compared side by side
Odia - 1840
"କିନ୍ତୁ ଉଦ୍ୟାନ ମଧ୍ଯସ୍ଥ ଗୋଟିଏ ବୃକ୍ଷରୁ ଫଳ ଖାଇବାକୁ ମନା! ପରମେଶ୍ବର ଆମ୍ଭମାନଙ୍କୁ କହିଲେ, 'ତୁମ୍ଭେ ଉଦ୍ୟାନ ମଝି ରେ ଥିବା ବୃକ୍ଷରୁ ଫଳ ଖାଇବ ନାହିଁ। ଏପରିକି ତୁମ୍ଭେ ସେ ବୃକ୍ଷକୁ ଛୁଇଁବ ନାହିଁ। ଯଦି ଏପରି କର ତବେେ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷରଫଳ ବିଷୟରେ ପରମେଶ୍ଵର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଉଦ୍ୟାନ ମଧ୍ୟସ୍ଥ ଗୋଟିଏ ବୃକ୍ଷରୁ ଫଳ ଖାଇବାକୁ ମନା! ପରମେଶ୍ୱର ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେ ଉଦ୍ୟାନ ମଝିରେ ଥିବା ବୃକ୍ଷରୁ ଫଳ ଖାଇବ ନାହିଁ। ଏପରିକି ତୁମ୍ଭେ ସେ ବୃକ୍ଷକୁ ଛୁଇଁବ ନାହିଁ। ଯଦି ଏପରି କର ତେବେ ମରିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’”
Odia IRV 2017 (ଓଡିଆ ବାଇବେଲ)
କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”