Genesis 3:4 — Compare Translations

5 translations compared side by side

Odia - 1840
"କିନ୍ତୁ ସର୍ପ ସ୍ତ୍ରୀ ଲୋକଟିକୁ କହିଲା, ତୁମ୍ଭେ ମରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ପ ନାରୀଙ୍କି କହିଲା, ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସର୍ପ ସ୍ତ୍ରୀଲୋକଟିକୁ କହିଲା, “ତୁମ୍ଭେ ମରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;