Genesis 3:5 — Compare Translations
5 translations compared side by side
Odia - 1840
"ପରମେଶ୍ବର ଜାଣନ୍ତି ଯେ, ଯେତବେେଳେ ତୁମ୍ଭେ ସହେି ବୃକ୍ଷରୁ ଫଳ ଖାଇବ ତବେେ ତୁମ୍ଭମାନଙ୍କର ଚ଼କ୍ଷୁ ଖାଲିୟିବେ ଏବଂ ତୁମ୍ଭେ ପରମେଶ୍ବରଙ୍କ ପରି ହବେ, କାରଣ ତୁମ୍ଭେ ଜାଣିବ କଣ ଭଲ ଏବଂ କଣ ମନ୍ଦ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଞ୍ଚ ପରମେଶ୍ଵର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ଵରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଜାଣନ୍ତି ଯେ, ଯେତେବେଳେ ତୁମ୍ଭେ ସେହି ବୃକ୍ଷରୁ ଫଳ ଖାଇବ ତେବେ ତୁମ୍ଭମାନଙ୍କର ଚକ୍ଷୁ ଖୋଲିଯିବ ଏବଂ ତୁମ୍ଭେ ପରମେଶ୍ୱରଙ୍କ ପରି ହେବ, କାରଣ ତୁମ୍ଭେ ଜାଣିବ କ’ଣ ଭଲ ଏବଂ କ’ଣ ମନ୍ଦ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
Odia IRV 2017 (ଓଡିଆ ବାଇବେଲ)
ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”