Genesis 3:7 — Compare Translations

5 translations compared side by side

Odia - 1840
"ସମାନଙ୍କେର ଚ଼କ୍ଷୁ ପ୍ରସନ୍ନ ହେଲା ଏବଂ ସମାନେେ ଜାଣିପାରିଲେ ଯେ, ସମାନେେ ଉଲଗ୍ନ। ତେଣୁ ସମାନେେ କିଛି ଡ଼ିମିରି ବୃକ୍ଷର ପତ୍ର ସଂଗ୍ରହ କରି ତାକୁ ସିଇଁ ତାହାକୁ ବସ୍ତ୍ର ଭାବରେ ଗ୍ରହଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଚକ୍ଷୁ ପ୍ରସନ୍ନ ହେଲା ଏବଂ ସେମାନେ ଜାଣି ପାରିଲେ ଯେ, ସେମାନେ ଉଲଗ୍ନ। ତେଣୁ ସେମାନେ କିଛି ଡିମ୍ବିରି ବୃକ୍ଷର ପତ୍ର ସଂଗ୍ରହ କରି ତାକୁ ସିଇଁ ବସ୍ତ୍ର ଭାବରେ ଗ୍ରହଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।