Genesis 3:8 — Compare Translations

5 translations compared side by side

Odia - 1840
"ସଂନ୍ଧ୍ଯା ସମୟରେ ସଦାପ୍ରଭୁ ପରମେଶ୍ବର ଉଦ୍ୟାନ ମଧିଅରେ ଭ୍ରମଣ କରୁଥିଲେ। ନର ଓ ନାରୀ ଏକଥା ଶୁଣିବାକୁ ପାଇଲେ ଏବଂ ସମାନେେ ପରମେଶ୍ବରଙ୍କ ଠାରୁ ନିଜ ନିଜକୁ ବୃକ୍ଷ ଆଢ଼ୁଆଳ ରେ ଲୁଚ଼ାଇ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ଵରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ଵରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ଧ୍ୟା ସମୟରେ ସଦାପ୍ରଭୁ ପରମେଶ୍ୱର ଉଦ୍ୟାନ ମଧ୍ୟରେ ଭ୍ରମଣ କରୁଥିଲେ। ନର ଓ ନାରୀ ଏ କଥା ଶୁଣିବାକୁ ପାଇଲେ ଏବଂ ସେମାନେ ପରମେଶ୍ୱରଙ୍କଠାରୁ ନିଜ ନିଜକୁ ବୃକ୍ଷ ଆଢ଼ୁଆଳରେ ଲୁଗ୍ଭଇ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।