Genesis 3:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଡାକିଲେ, ତୁମ୍ଭେ କେଉଁଠା ରେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ପରମେଶ୍ଵର ଆଦମଙ୍କୁ ଡାକି କହିଲେ, ତୁମ୍ଭେ କେଉଁଠାରେ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଡାକିଲେ, “ତୁମ୍ଭେ କେଉଁଠାରେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”