Genesis 30:1 — Compare Translations
5 translations compared side by side
Odia - 1840
"ରାହେଲ ଦେଖିଲା ଯେ, ସେ କୌଣସି ପିଲା ଜନ୍ମ କରିପାରୁ ନାହିଁ। ରାହେଲ ତା'ର ଭଊଣୀ ଲୟୋ ପ୍ରତି ଇର୍ଷାନିତ୍ବ ହେଲା। ତେଣୁ ରାହେଲ ଯାକୁବକୁ କହିଲା, ମାେତେ ପିଲା ଦିଅ ନେ ହେଲେ ମୁଁ ମରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି ।
Odia Bible ERV 2004 (ପବିତ୍ର ବାଇବଲ)
ରାହେଲ ଦେଖିଲେ ଯେ, ସେ କୌଣସି ପିଲା ଜନ୍ମ କରିପାରୁ ନାହିଁ। ରାହେଲ ତା’ର ଭଊଣୀ ଲେୟା ପ୍ରତି ଈର୍ଷାନ୍ୱିତ ହେଲେ। ତେଣୁ ରାହେଲ ଯାକୁବକୁ କହିଲେ, “ମୋତେ ପିଲା ଦିଅ ନ ହେଲେ ମୁଁ ମରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”