Genesis 30:12 — Compare Translations
5 translations compared side by side
Odia - 1840
"ଲୟୋର ଦାସୀ ସିଳ୍ପା ଦ୍ବିତୀୟ ପୁତ୍ର ଯାକୁବ ପାଇଁ ଜନ୍ମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ଵିତୀୟ ପୁତ୍ର ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେୟାର ଦାସୀ ସିଳ୍ପା ଦ୍ୱିତୀୟ ପୁତ୍ର ଯାକୁବ ପାଇଁ ଜନ୍ମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।