Genesis 30:13 — Compare Translations

5 translations compared side by side

Odia - 1840
"ଲୟୋ କହିଲା, ମୁଁ ବହୁତ ଖୁସି! ୟୁବତୀଗଣ ମାେତେ ଆନନ୍ଦୀନି ବୋଲିବେ। ଏଣୁ ସେ ତା'ର ନାମ ଆଶରେ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲେୟା କହିଲା, ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ; ଏଣୁକରି ସେ ତାହାର ନାମ ଆଶେର୍ (ଆନନ୍ଦ) ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେୟା କହିଲେ, “ମୁଁ ବହୁତ ଖୁସୀ! ଯୁବତୀଗଣ ମୋତେ ଆନନ୍ଦିନି ବୋଲିବେ।” ଏଣୁ ସେ ତା’ର ନାମ ଆଶେର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।