Genesis 30:14 — Compare Translations
5 translations compared side by side
Odia - 1840
"ଅନନ୍ତର ଗହମ କଟା ସମୟରେ ରୁବନ୍େ ବାହା ରେ ୟାଇ କ୍ଷତରେୁ ଦୂଦାଫଳ ପାଇଆଣି ଆପଣାମାତା ଲୟୋକୁ ଦଲୋ। ତହୁଁ ରାହେଲ ଲୟୋକୁ କହିଲା, ଦୟାକରି ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମାେତେ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଗହମ କଟା ସମୟରେ ରୁବେନ୍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା । ତହୁଁ ରାହେଲ ଲେୟାକୁ କହିଲା, ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଗହମ କଟା ସମୟରେ ରୁବେନ୍ ବାହାରକୁ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣାମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲେ, “ଦୟାକରି ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”