Genesis 30:15 — Compare Translations

5 translations compared side by side

Odia - 1840
"ଲୟୋ ଉତ୍ତର ଦଲୋ, ତୁମ୍ଭେ ମାେ ସ୍ବାମୀକୁ ହରଣ କରିଛ ତୁମ୍ଭେ ମାରେ ପୁତ୍ରର ଦୂଦାଫଳ ହରଣ କରିବାକୁ ଚେଷ୍ଟା କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲା, ତୁମ୍ଭେ ମୋʼ ସ୍ଵାମୀକି ହରଣ କରିଅଛ, ଏ, କି ଅଳ୍ପ ବିଷୟ? ତୁମ୍ଭେ ମୋʼ ପୁତ୍ରର ଦୂଦାଫଳ ହିଁ କି ହରଣ କରିବ? ତେବେ ରାହେଲ କହିଲା, ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜ ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେୟା ଉତ୍ତର ଦେଲେ, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଛ ତୁମ୍ଭେ ମୋର ପୁତ୍ରର ଦୂଦାଫଳ ହରଣ କରିବାକୁ ଚେଷ୍ଟା କରୁଛ।” କିନ୍ତୁ ରାହେଲ କହିଲେ, “ଯଦି ତୁମ୍ଭେ ମୋତେ ତୁମ୍ଭ ପୁତ୍ରର ଦୂଦାଫଳ ଦିଅ ତେବେ ତୁମ୍ଭେ ଆଜି ରାତ୍ରିରେ ଯାକୁବ ସହିତ ଶୟନ କରି ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲା, “ତୁମ୍ଭେ ମୋʼ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ? ତୁମ୍ଭେ ମୋʼ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲା, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ? ତୁମ୍ଭେ ମୋ’ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”