Genesis 30:16 — Compare Translations
5 translations compared side by side
Odia - 1840
"ସଦେିନ ସଂନ୍ଧ୍ଯା ରେ ଯାକୁବ କ୍ଷତରେୁ ଫରେିବାପରେ ଲୟୋ ବାହାରକୁ ଗଲା ତାଙ୍କୁ ସାକ୍ଷାତ କରିବାକୁ ଏବଂ କହିଲା, ତୁମ୍ଭେ ଆଜି ରାତି ରେ ମାେ ପାଖ ରେ ଶଯନ କରିବ। କାରଣ ମୁଁ ତୁମ୍ଭ ସିହତ ଶଯନ କରିଥିବାରୁ ଦୂଦାଫଳ ଦଇେ ତା'ର ବଦଳ ରେ ତୁମ୍ଭକୁ ପାଇଛି। ତେଣୁ ସହେି ରାତ୍ରୀ ସେ ତା' ସହିତ ଶାଇେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, ତୁମ୍ଭକୁ ମୋʼ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି । ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହିଦିନ ସନ୍ଧ୍ୟାରେ ଯାକୁବ କ୍ଷେତରୁ ଫେରିବା ପରେ ଲେୟା ତାଙ୍କୁ ସାକ୍ଷାତ କରିବା ପାଇଁ ବାହାରକୁ ଗଲେ ଏବଂ କହିଲେ, “ତୁମ୍ଭେ ଆଜି ରାତିରେ ମୋ’ ପାଖରେ ଶୟନ କରିବ। କାରଣ ମୁଁ ଦୂଦାଫଳ ଦେଇ ତା’ର ବଦଳରେ ତୁମ୍ଭକୁ ପାଇଛି।” ତେଣୁ ସେହି ରାତ୍ରି ସେ ତା’ ସହିତ ଶୋଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋʼ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋ’ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।