Genesis 30:17 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର ଲୟୋର ପାର୍ଥନା ଶୁଣିଲେ ଏବଂ ସେ ବର୍ଭବତୀ ହେଲା। ସେ ପଞ୍ଚମ ପୁତ୍ରକୁ ଜନ୍ମ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପରମେଶ୍ଵର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣିଲେ ଏବଂ ସେ ବର୍ଭବତୀ ହେଲେ। ସେ ପଞ୍ଚମ ପୁତ୍ରକୁ ଜନ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା।