Genesis 30:19 — Compare Translations
5 translations compared side by side
Odia - 1840
"ଲୟୋ ପୁନ୍ନରାଯ ଗର୍ଭବତୀ ହାଇେ ଷଷ୍ଠ ସନ୍ତାନକୁ ନ୍ମ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲେୟା ପୁନର୍ବାର ଗର୍ଭଧାରଣ କରି ଯାକୁବର ଷଷ୍ଠ ପୁତ୍ର ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେୟା ପୁନରାୟ ଗର୍ଭବତୀ ହୋଇ ଷଷ୍ଠ ସନ୍ତାନକୁ ଜନ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲେୟା ପୁନର୍ବାର ଗର୍ଭଧାରଣ କରି ଯାକୁବର ଷଷ୍ଠ ପୁତ୍ର ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲେୟା ପୁନର୍ବାର ଗର୍ଭଧାରଣ କରି ଯାକୁବର ଷଷ୍ଠ ପୁତ୍ର ପ୍ରସବ କଲା।