Genesis 30:2 — Compare Translations

5 translations compared side by side

Odia - 1840
"ଯାକୁବ ରାହେଲ ଉପରେ କୋରଧ କଲେ। ସେ କହିଲେ, ମୁଁ ପରମେଶ୍ବର ନୁହେଁ। କବଳେ ପରମେଶ୍ବର ହିଁ ତୁମ୍ଭକୁ ସନ୍ତାନ ଦଇେ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଵଳିତ ହେଲା; ପୁଣି ସେ କହିଲା, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ରାହେଲ ଉପରେ କ୍ରୋଧ କଲେ। ସେ କହିଲେ, “ମୁଁ ପରମେଶ୍ୱର ନୁହେଁ। କେବଳ ପରମେଶ୍ୱର ହିଁ ତୁମ୍ଭକୁ ସନ୍ତାନ ଦେଇ ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”