Genesis 30:20 — Compare Translations

5 translations compared side by side

Odia - 1840
"ଲୟୋ କହିଲା, ପରମେଶ୍ବର ମାେତେ ଏକ ସୁନ୍ଦର ଉପହାର ଦେଲେ। ବର୍ତ୍ତମାନ ଯାକୁବ ମାେତେ ସମାଦାର କରିବେ। କାରଣ ମୁଁ ତାଙ୍କୁ ଛଅଟି ପୁତ୍ର ଦଇେଅଛି। ତେଣୁ ଲୟୋ ତାହାର ନାମ ସବୂଲୂନ୍ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଲେୟା କହିଲା, ପରମେଶ୍ଵର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋʼ ସ୍ଵାମୀ ମୋʼ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି; ଏହେତୁ ସେ ତାହାର ନାମ ସବୂଲୂନ୍ (ବାସ) ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେୟା କହିଲେ, “ପରମେଶ୍ୱର ମୋତେ ଏକ ସୁନ୍ଦର ଉପହାର ଦେଲେ। ବର୍ତ୍ତମାନ ଯାକୁବ ମୋତେ ସମାଦର କରିବେ। କାରଣ ମୁଁ ତାଙ୍କୁ ଛଅଟି ପୁତ୍ର ଦେଇଅଛି।” ତେଣୁ ଲେୟା ତାହାର ନାମ ସବୂଲୂନ୍ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋʼ ସ୍ୱାମୀ ମୋʼ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋ’ ସ୍ୱାମୀ ମୋ’ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା।