Genesis 30:21 — Compare Translations

5 translations compared side by side

Odia - 1840
"ଏହାପରେ ଲୟୋ ଏକ କନ୍ଯା ସନ୍ତାନ ଜନ୍ମ କଲେ। ସେ ତା'ର ନାମ ଦେଲେ ଦୀଣା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଏକ କନ୍ୟା ପ୍ରସବ କରନ୍ତେ, ତାହାର ନାମ ଦୀଣା ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲେୟା ଏକ କନ୍ୟା ସନ୍ତାନ ଜନ୍ମ କଲେ। ସେ ତା’ର ନାମ ଦେଲେ ଦୀଣା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ଏକ କନ୍ୟା ପ୍ରସବ କରନ୍ତେ, ତାହାର ନାମ ଦୀଣା ରଖିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ଏକ କନ୍ୟା ପ୍ରସବ କରନ୍ତେ, ତାହାର ନାମ ଦୀଣା ରଖିଲା।