Genesis 30:22 — Compare Translations

5 translations compared side by side

Odia - 1840
"ଏହାପରେ ପରମେଶ୍ବର ରାହେଲର ପ୍ରାର୍ଥନା ଗ୍ରହଣ କଲେ, ପରମେଶ୍ବର ରାହେଲକୁ ମାତୃତ୍ବ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵର ରାହେଲକୁ ସ୍ମରଣ କଲେ ଓ ପରମେଶ୍ଵର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର ରାହେଲର ପ୍ରାର୍ଥନା ଗ୍ରହଣ କଲେ, ପରମେଶ୍ୱର ରାହେଲକୁ ମାତୃତ୍ୱ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।