Genesis 30:23 — Compare Translations
5 translations compared side by side
Odia - 1840
"ରାହେଲ ଗର୍ଭବତୀ ହାଇେ ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦଲୋ। ରାହେଲ କହିଲା, ପରମେଶ୍ବର ମାରେ ଲଜ୍ଜ୍ଯା ନଇୟୋଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ପରମେଶ୍ଵର ଏବେ ମୋହର ଅପମାନ ଦୂର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାହେଲ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ରାହେଲ କହିଲେ, “ପରମେଶ୍ୱର ମୋର ଲଜ୍ଜା ନେଇ ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।”