Genesis 30:24 — Compare Translations

5 translations compared side by side

Odia - 1840
"ସେ ମଧ୍ଯ କହିଲା, ପରମେଶ୍ବର ମାେତେ ଆଉ ଗୋଟିଏ ପୁତ୍ର ଅଧିକ ଦିଅନ୍ତୁ। ସେଥିପାଇଁ ରାହେଲ ତା'ର ନାମ ଯୋଷଫେ ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ତାହାର ନାମ ଯୋଷେଫ (ବୃଦ୍ଧି) ଦେଇ, କହିଲା, ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମଧ୍ୟ କହିଲେ, ପରମେଶ୍ୱର ମୋତେ ଆଉ ଗୋଟିଏ ପୁତ୍ର ଅଧିକ ଦିଅନ୍ତୁ।” ସେଥିପାଇଁ ରାହେଲ ତା’ର ନାମ ଯୋଷେଫ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ତାହାର ନାମ ଯୋଷେଫ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ତାହାର ନାମ ଯୋଷେଫ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”