Genesis 30:25 — Compare Translations

5 translations compared side by side

Odia - 1840
"ରାହେଲ ଯୋଷଫେକୁ ଜନ୍ମ ଦବା ପରେ, ଯାକୁବ ଲାବନକୁ କହିଲେ, ଏବେ ମାେତେ ମାରେ ନିଜ ଦେଶ ୟିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, ମୋତେ ବିଦାୟ କର, ମୁଁ ସ୍ଵସ୍ଥାନକୁ ଓ ନିଜ ଦେଶକୁ ଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଲାବନକୁ ଫାନ୍ଦରେ ପକାଇଲେ ରାହେଲ ଯୋଷେଫକୁ ଜନ୍ମ ଦେବା ପରେ, ଯାକୁବ ଲାବନକୁ କହିଲେ, “ଏବେ ମୋତେ ମୋର ନିଜ ଦେଶକୁ ଯିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, “ମୋତେ ବିଦାୟ କର, ମୁଁ ସ୍ୱ ସ୍ଥାନକୁ ଓ ନିଜ ଦେଶକୁ ଯିବି।
Odia IRV 2017 (ଓଡିଆ ବାଇବେଲ)
ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, “ମୋତେ ବିଦାୟ କର, ମୁଁ ସ୍ୱସ୍ଥାନକୁ ଓ ନିଜ ଦେଶକୁ ଯିବି।