Genesis 30:26 — Compare Translations

5 translations compared side by side

Odia - 1840
"ମାରେ ସ୍ତ୍ରୀ ଏବଂ ପିଲାମାନଙ୍କ ପାଇଁ ମୁଁ ତୁମ୍ଭ ପାଖ ରେ କାମ କରିଛି। ଏବଂ ତୁମ୍ଭେ ଜାଣ ମୁଁ ଭଲଭାବରେ ତୁମ୍ଭର ସ ସବୋ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସ୍ତ୍ରୀ ଏବଂ ପିଲାମାନଙ୍କ ପାଇଁ ମୁଁ ତୁମ୍ଭ ପାଖରେ କାମ କରିଛି। ଏବଂ ତୁମ୍ଭେ ଜାଣ ମୁଁ ଭଲଭାବରେ ତୁମ୍ଭର ସେବା କରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।”