Genesis 30:27 — Compare Translations
5 translations compared side by side
Odia - 1840
"ଲାବନ ତାଙ୍କୁ କହିଲା, ମାେତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ଯା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ମାେତେ ଆଶୀର୍ବାଦ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଲାବନ ତାହାକୁ କହିଲା, ବିନୟ କରୁଅଛି, ତୁମ୍ଭେ ମୋʼ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ଵାରା ଜାଣିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଲାବନ ତାଙ୍କୁ କହିଲେ, “ମୋତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ୟା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ହେତୁରୁ ମୋତେ ଆଶୀର୍ବାଦ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋʼ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋ’ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।