Genesis 30:28 — Compare Translations

5 translations compared side by side

Odia - 1840
"ମାେତେ କହିବାକୁ ଦିଅ, ମାେତେ ତୁମ୍ଭକୁ କ'ଣ ଦବୋ ଉଚିତ। ଏବଂ ତାହା ମୁଁ ତୁମ୍ଭକୁ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ଆପେ ନିଜ ବର୍ତ୍ତନ ସ୍ଥିର କର, ମୁଁ ତାହା ତୁମ୍ଭକୁ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ କହିବାକୁ ଦିଅ, ମୋତେ ତୁମ୍ଭକୁ କ’ଣ ଦେବା ଉଚିତ୍। ଏବଂ ତାହା ମୁଁ ତୁମ୍ଭକୁ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ “ତୁମ୍ଭେ ଆପେ ନିଜ ବେତନ ସ୍ଥିର କର, ମୁଁ ତାହା ତୁମ୍ଭକୁ ଦେବି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ ଆପେ ନିଜ ବେତନ ସ୍ଥିର କର, ମୁଁ ତାହା ତୁମ୍ଭକୁ ଦେବି।”