Genesis 30:29 — Compare Translations
5 translations compared side by side
Odia - 1840
"ଯାକୁବ ଉତ୍ତର ଦଲୋ, ତୁମ୍ଭେ ଜାଣ ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କରିଛି। ମୁଁ ତୁମ୍ଭର ପଶୁଗଣକୁ ବୃଦ୍ଧି କରିଅଛି। ଏବଂ ତାଙ୍କର ବହୁ ଯତ୍ନ ନଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାକୁବ ତାହାକୁ କହିଲା, ମୁଁ ତୁମ୍ଭର ଯେପ୍ରକାର ଦାସ୍ୟକର୍ମ କରିଅଛି ଓ ମୋʼ ନିକଟରେ ତୁମ୍ଭର ପଶୁଗଣ ଯେପରି ଅଛନ୍ତି, ତାହା ତୁମ୍ଭକୁ ଜଣାଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଉତ୍ତର ଦେଲେ, “ତୁମ୍ଭେ ଜାଣ ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କରିଛି। ମୁଁ ତୁମ୍ଭର ପଶୁଗଣକୁ ବୃଦ୍ଧି କରିଅଛି। ଏବଂ ବହୁ ଯତ୍ନ ନେଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାକୁବ ତାହାଙ୍କୁ କହିଲା, “ମୁଁ ତୁମ୍ଭର ଯେଉଁ ପ୍ରକାର ଦାସ୍ୟକର୍ମ କରିଅଛି ଓ ମୋʼ ନିକଟରେ ତୁମ୍ଭର ପଶୁଗଣ ଯେପରି ଅଛନ୍ତି, ତାହା ତୁମ୍ଭକୁ ଜଣାଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାକୁବ ତାହାଙ୍କୁ କହିଲା, “ମୁଁ ତୁମ୍ଭର ଯେଉଁ ପ୍ରକାର ଦାସ୍ୟକର୍ମ କରିଅଛି ଓ ମୋ’ ନିକଟରେ ତୁମ୍ଭର ପଶୁଗଣ ଯେପରି ଅଛନ୍ତି, ତାହା ତୁମ୍ଭକୁ ଜଣାଅଛି।