Genesis 30:3 — Compare Translations

5 translations compared side by side

Odia - 1840
"ଏହାପରେ ରାହେଲ କହିଲେ, ମାରେ ଦାସୀ ବିଲହା ଅଛି ତାହା ସହିତ ସହବାସ କର। ସେ ପିଲା ଜନ୍ମ କଲେ ମୁଁ ମା ହାଇେ ପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରାହେଲ କହିଲା, ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁ ମୁଁ ମଧ୍ୟ ପୁତ୍ରବତୀ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାହେଲ କହିଲେ, “ମୋର ଦାସୀ ବିଲହା ଅଛି ତାହା ସହିତ ସହବାସ କର। ସେ ପିଲା ଜନ୍ମ କଲେ ମୁଁ ମା ହୋଇ ପାରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍‌ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍‌ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋ’ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।”