Genesis 30:32 — Compare Translations

5 translations compared side by side

Odia - 1840
"ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ଯଦଇେ ୟାଇ ମଷଗେଣ ମଧ୍ଯରୁ ଚିତ୍ର ବଚିତ୍ର ଓ ବିନ୍ଦୁ ଚିହ୍ନିତ ଓ କୃଷ୍ଣବର୍ଣ୍ଣ ମଷେମାନଙ୍କୁ ପୁଣି ଛାଗଳଗଣ ମଧ୍ଯରୁ ବିନ୍ଦୁ ଚିହ୍ନିତ ଓ ଚିତ୍ର ବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି। ସହେି ସବୁ ମାରେ ବର୍ତ୍ତନ ସ୍ବରୁପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କୃଷ୍ଣବର୍ଣ୍ଣ ମେଷମାନଙ୍କୁ, ପୁଣି ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବର୍ତ୍ତନ ସ୍ଵରୂପ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କୃଷ୍ଣବର୍ଣ୍ଣ ମେଷମାନଙ୍କୁ ପୁଣି ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି। ସେହିସବୁ ମୋର ବର୍ତ୍ତନ ସ୍ୱରୁପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କଳାବର୍ଣ୍ଣର ମେଷମାନଙ୍କୁ, ପୁଣି, ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବେତନ ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)