Genesis 30:34 — Compare Translations
5 translations compared side by side
Odia - 1840
"ଲାବନ ଉତ୍ତର ଦଲୋ, ତୁମ୍ଭେ ଯାହା କହିଲ ଆମ୍ଭେ ତାହା କରିବା ପାଇଁ ମୁଁ ତୁମ୍ଭ ସହିତ ଏକମତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଲାବନ କହିଲା, ଭଲ, ତୁମ୍ଭ କଥାନୁସାରେ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଲାବନ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ଆମ୍ଭେ ତାହା କରିବା ପାଇଁ ତୁମ୍ଭ ସହିତ ଏକମତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଲାବନ କହିଲା, “ଭଲ, ତୁମ୍ଭ କଥାନୁସାରେ ହେଉ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଲାବନ କହିଲା, “ଭଲ, ତୁମ୍ଭ କଥାନୁସାରେ ହେଉ।”