Genesis 30:35 — Compare Translations

5 translations compared side by side

Odia - 1840
"ସହେିଦିନ ଲାବନ ବିନ୍ଦୁ ଚିହ୍ନିତ ଛାଗଳନମାନଙ୍କୁ ଲୁଚାଇ ଦଲୋ। ଏବଂ ଚିତ୍ର ବିଚିତ୍ର ଛାଗ ସବୁକୁ ଲୁଚାଇ ଦଲୋ। ଲାବନ ସମସ୍ତ ମାଟିଆ ବର୍ଣ୍ଣ ମଷଗେଣକୁ ସେ ତା'ର ପୁତ୍ରମାନଙ୍କୁ ଯତ୍ନ ନବୋକୁ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ସେହିଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଅଥଚ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି କୃଷ୍ଣବର୍ଣ୍ଣ ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଲାବନ ବିନ୍ଦୁଚିହ୍ନିତ ଛାଗଳମାନଙ୍କୁ ଲୁଗ୍ଭଇ ଦେଲେ। ଏବଂ ଚିତ୍ରବିଚିତ୍ର ଛାଗ ସବୁକୁ ଲୁଗ୍ଭଇ ଦେଲେ। ଲାବନ ସମସ୍ତ ମାଟିଆ ବର୍ଣ୍ଣ ମେଷଗଣକୁ ସେ ତା’ର ପୁତ୍ରମାନଙ୍କୁ ଯତ୍ନ ନେବାକୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ସେହି ଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ସେହିଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;