Genesis 30:36 — Compare Translations

5 translations compared side by side

Odia - 1840
"ସେଥିପାଇଁ ତାଙ୍କର ପୁଅମାନେ ସମସ୍ତ ଚିତ୍ରିତ ପଶୁଗଣକୁ ତିନିଦିନ ରାସ୍ତା ଦୂରର ଏକ ସ୍ଥାନକୁ ନଇଗେଲେ। ଯାକୁବ ଅନ୍ୟ ସମସ୍ତ ଛାଡି ୟାଇଥିବା ପଶୁମାନଙ୍କର ଯତ୍ନ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଆପଣାର ଓ ଯାକୁବର ମଧ୍ୟରେ ତିନି ଦିନର ପଥ ଅନ୍ତର କରି ରଖିଲା; ପୁଣି ଯାକୁବ ଲାବନର ଅବଶିଷ୍ଟ ପଶୁପଲ ଚରାଇବାକୁ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ତାଙ୍କର ପୁଅମାନେ ସମସ୍ତ ଚିତ୍ରିତ ପଶୁଗଣକୁ ତିନି ଦିନ ରାସ୍ତା ଦୂରର ଏକ ସ୍ଥାନକୁ ନେଇଗଲେ। ଯାକୁବ ଅନ୍ୟ ସମସ୍ତ ଛାଡ଼ି ଯାଇଥିବା ପଶୁମାନଙ୍କର ଯତ୍ନ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଆପଣାର ଓ ଯାକୁବର ମଧ୍ୟରେ ତିନି ଦିନର ପଥରୁ ଦୂରରେ ରଖିଲା; ପୁଣି, ଯାକୁବ ଲାବନର ଅବଶିଷ୍ଟ ପଶୁପଲ ଚରାଇବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଆପଣାର ଓ ଯାକୁବର ମଧ୍ୟରେ ତିନି ଦିନର ପଥରୁ ଦୂରରେ ରଖିଲା; ପୁଣି, ଯାକୁବ ଲାବନର ଅବଶିଷ୍ଟ ପଶୁପଲ ଚରାଇବାକୁ ଲାଗିଲା।