Genesis 30:37 — Compare Translations
5 translations compared side by side
Odia - 1840
"ଯାକୁବ ଲିବ୍ନୀ, ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବକ୍କଳ କାଢ଼ି କାଠର ଶୁକ୍ଲ ରଖାେ ବାହାର କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାକୁବ ଲିବ୍ନୀ ଓ ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବଳ୍କଳ କାଢ଼ି କାଷ୍ଠର ଶୁକ୍ଳରେଖା ବାହାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଲିବ୍ନୀ, ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବକ୍କଳ କାଢ଼ି କାଠର ଶୁକ୍ଳ ରେଖା ବାହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାକୁବ ଲିବ୍ନୀ ଓ ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବଳ୍କଳ କାଢ଼ି କାଷ୍ଠର ଶୁକ୍ଳରେଖା ବାହାର କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାକୁବ ଲିବ୍ନୀ ଓ ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବଳ୍କଳ କାଢ଼ି କାଷ୍ଠର ଶୁକ୍ଳରେଖା ବାହାର କଲା।