Genesis 30:38 — Compare Translations

5 translations compared side by side

Odia - 1840
"ଏହାପରେ ଯେଉଁ ସ୍ଥାନକୁ ପଶୁମାନେ ଜଳପାନ କରିବାକୁ ଆସନ୍ତି ସହେି ସ୍ଥାନ ରେ ସମାନଙ୍କେ ସମ୍ମୁଖସ୍ଥ ଜଳକୁଣ୍ଡ ମଧିଅରେ ସହେି ବକ୍କଳଶୂନ୍ଯ ଶାଖାସବୁ ଉଚ୍ଚ କରି ରଖିଲା। ତେଣୁ ଜଳ ପାନ କରିବା ସମୟରେ ସମାନେେ ଫଳବତୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ତ ମଧ୍ୟରେ ସେହି ବଳ୍କଳଶୂନ୍ୟ ଶାଖା ସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଫଳବତୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯେଉଁ ସ୍ଥାନକୁ ପଶୁମାନେ ଜଳପାନ କରିବାକୁ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବ‌କ୍‌କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲେ। ତେଣୁ ଜଳପାନ କରିବା ସମୟରେ ସେମାନେ ଫଳବତୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବଳ୍‍କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଫଳବତୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବଳ୍‍କଳଶୂନ୍ୟ ଶାଖା ସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଫଳବତୀ ହେଲେ।