Genesis 30:39 — Compare Translations
5 translations compared side by side
Odia - 1840
"ପୁଣି ସହେି ଶାଖା ନିକଟରେ ସମାନଙ୍କେର ସଂଗମ ହବୋରୁ ପଶୁମାନେ ରଖାଙ୍କେିତ, ଚିତ୍ର ବିଚିତ୍ର ଓ ବିନ୍ଦୁ ଚିହ୍ନିତ ମଷେ ଛୁଆମାନ ଜନ୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛୁଆ ପ୍ରସବ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମେଷ ଛୁଆମାନ ଜନ୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛୁଆ ପ୍ରସବ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛୁଆ ପ୍ରସବ କଲେ।