Genesis 30:4 — Compare Translations
5 translations compared side by side
Odia - 1840
"ତେଣୁ ରାହେଲ ବିଲହାକୁ ଆଣି ଯାକୁବକୁ ଦଲୋ, ଯାକୁବ ତାହା ସହିତ ସହବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ଦାସୀ ବିଲ୍ହାକୁ ତାହା ସହିତ ବିବାହ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାହେଲ ବିଲହାକୁ ଆଣି ଯାକୁବକୁ ଦେଲେ, ଯାକୁବ ତାହା ସହିତ ସହବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ଦାସୀ ବିଲ୍ହାକୁ ତାହା ସହିତ ବିବାହ ଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ଦାସୀ ବିଲ୍ହାକୁ ତାହା ସହିତ ବିବାହ ଦେଲା।