Genesis 30:40 — Compare Translations
5 translations compared side by side
Odia - 1840
"ଯାକୁବ ସହେି ଚିତ୍ର ବିଚିତ୍ର ଛୁଆମାନଙ୍କୁ ଅନ୍ୟ ପାଖରୁ ଭିନ୍ନ ଭିନ୍ନ କଲା। ପୁଣି ଲାବନ ରଖାଙ୍କେିତ ଓ କୃଷ୍ଣବର୍ଣ୍ଣ ସବୁ ମଷେ ପ୍ରତି ମଷେୀମାନଙ୍କର ଦୃଷ୍ଟି ରଖାଇଲା। ଏହିପ୍ରକା ରେ ସେ ଲାବନର ପଲ ସହିତ ଆପଣା ପଲ ତନଖି ପୃଥକ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି ଲାବନର ରେଖାଙ୍କିତ ଓ କୃଷ୍ଣବର୍ଣ୍ଣ ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ସେହି ଚିତ୍ରବିଚିତ୍ର ଛୁଆମାନଙ୍କୁ ଅନ୍ୟ ପାଖରୁ ଭିନ୍ନ କଲେ। ପୁଣି ଲାବନ ରେଖାଙ୍କିତ ଓ କୃଷ୍ଣବର୍ଣ୍ଣ ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲେ। ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ତନଖି ପୃଥକ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି, ଲାବନର ରେଖାଙ୍କିତ ଓ କଳାବର୍ଣ୍ଣର ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି, ଲାବନର ରେଖାଙ୍କିତ ଓ କଳାବର୍ଣ୍ଣର ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା।