Genesis 30:41 — Compare Translations

5 translations compared side by side

Odia - 1840
"ଯେତବେେଳେ ବଳିଷ୍ଠ ପଶୁଗଣ ସହକର୍ମୀ କରନ୍ତି, ସେ ଜଳକୁଣ୍ଡ ମଧିଅରେ ସମାନଙ୍କେର ଆଖୀର ସମ୍ମୁଖ ରେ ସହେି ଶାଖାଗୁଡ଼ିକ ରଖିଲା। କିନ୍ତୁ ସେ ଦୁର୍ବଳ ପଶୁମାନଙ୍କ ସମ୍ମୁଖ ରେ ରଖିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବଳିଷ୍ଠ ପଶୁଗଣ ଯେପରି ଶାଖା ନିକଟରେ ଗର୍ଭଧାରଣ କରନ୍ତି, ଏଥିପାଇଁ ଜଳକୁଣ୍ତ ମଧ୍ୟରେ ପଶୁମାନଙ୍କ ସମ୍ମୁଖରେ ସେହି ଶାଖା ରଖିଲା; ମାତ୍ର ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲା ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ବଳିଷ୍ଠ ପଶୁଗଣ ସଙ୍ଗମ କରନ୍ତି, ସେ ଜଳକୁଣ୍ଡ ମଧ୍ୟରେ ସେମାନଙ୍କର ଆଖିର ସମ୍ମୁଖରେ ସେହି ଶାଖାଗୁଡ଼ିକ ରଖିଲେ। କିନ୍ତୁ ସେ ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବଳିଷ୍ଠ ପଶୁଗଣ ଯେପରି ଶାଖା ନିକଟରେ ଗର୍ଭଧାରଣ କରନ୍ତି, ଏଥିପାଇଁ ଜଳକୁଣ୍ଡ ମଧ୍ୟରେ ପଶୁମାନଙ୍କ ସମ୍ମୁଖରେ ସେହି ଶାଖା ରଖିଲା; ମାତ୍ର ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲା ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ବଳିଷ୍ଠ ପଶୁଗଣ ଯେପରି ଶାଖା ନିକଟରେ ଗର୍ଭଧାରଣ କରନ୍ତି, ଏଥିପାଇଁ ଜଳକୁଣ୍ଡ ମଧ୍ୟରେ ପଶୁମାନଙ୍କ ସମ୍ମୁଖରେ ସେହି ଶାଖା ରଖିଲା; ମାତ୍ର ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲା ନାହିଁ;