Genesis 30:42 — Compare Translations

5 translations compared side by side

Odia - 1840
"କିନ୍ତୁ ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ।