Genesis 30:43 — Compare Translations

5 translations compared side by side

Odia - 1840
"ଏହିପରି ଯାକୁବ ଅତିଶଯ ଧନୀ ହେଲା। ଏବଂ ତା'ର ପଶୁ, ଦାସ ଦାସୀ, ଓଟ ଓ ଗର୍ଦ୍ଦଭ ୟଥେଷ୍ଟ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଯାକୁବ ଅତିଶୟ ଧନୀ ହେଲେ। ଏବଂ ତାଙ୍କର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।