Genesis 30:5 — Compare Translations

5 translations compared side by side

Odia - 1840
"ଏହାପରେ ବିଲହା ଗର୍ଭବତୀ ହାଇେ ପିଲାଜନ୍ମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବିଲହା ଗର୍ଭବତୀ ହୋଇ ପିଲାଜନ୍ମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍‌ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍‌ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା।