Genesis 30:6 — Compare Translations

5 translations compared side by side

Odia - 1840
"ରାହେଲ କହିଲା, ପରମେଶ୍ବର ମାରେ ପ୍ରାର୍ଥନା ଗ୍ରହଣ କରିଛନ୍ତି, ମାେତେ ଏକ ପୁତ୍ର ସନ୍ତାନ ଦବୋ ପାଇଁ ସେ ନିଷ୍ପତ୍ତି ନେଲେ। ତେଣୁ ରାହେଲ ତା'ର ନାମ ରଖିଲେ ଦାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରାହେଲ କହିଲା, ପରମେଶ୍ଵର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ; ଏଣୁକରି ସେ ତାହାର ନାମ ଦାନ (ବିଚାର) ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାହେଲ କହିଲେ, “ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି, ମୋତେ ଏକ ପୁତ୍ର ସନ୍ତାନ ଦେବା ପାଇଁ ସେ ନିଷ୍ପତ୍ତି ନେଲେ।” ତେଣୁ ରାହେଲ ତା’ର ନାମ ରଖିଲେ ଦାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।