Genesis 30:7 — Compare Translations
5 translations compared side by side
Odia - 1840
"ରାହେଲର ଦାସୀ ବିଲହା ଆଉଥରେ ଗର୍ଭବତୀ ହେଲା ଏବଂ ସେ ଯାକୁବଙ୍କ ପାଇଁ ଦ୍ବୀତୀଯ ପୁତ୍ର ଜନ୍ମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରାହେଲର ଦାସୀ ବିଲ୍ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ଵିତୀୟ ପୁତ୍ର ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାହେଲର ଦାସୀ ବିଲହା ଆଉଥରେ ଗର୍ଭବତୀ ହେଲା ଏବଂ ସେ ଯାକୁବଙ୍କ ପାଇଁ ଦ୍ୱିତୀୟ ପୁତ୍ର ଜନ୍ମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରାହେଲର ଦାସୀ ବିଲ୍ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରାହେଲର ଦାସୀ ବିଲ୍ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।