Genesis 30:8 — Compare Translations

5 translations compared side by side

Odia - 1840
"ରାହେଲ କହିଲା, ମୁଁ ମାରେ ଭଉଣୀ ସହିତ ସଂଘର୍ଷ କରି ଜଯ କଲି। ଏଣୁ କରି ସେ ତାଙ୍କର ନାମ ନପ୍ତାଲି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରାହେଲ କହିଲା, ମୁଁ ଭଗିନୀ ସହିତ ପରମେଶ୍ଵର ସମ୍ଵନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି; ଏଣୁକରି ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାହେଲ କହିଲେ, “ମୁଁ ମୋର ଭଉଣୀ ସହିତ ସଂଘର୍ଷ କରି ଜୟ କଲି।” ଏଣୁ କରି ସେ ତାଙ୍କର ନାମ ନପ୍ତାଲି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।