Genesis 30:9 — Compare Translations
5 translations compared side by side
Odia - 1840
"ଲୟୋ ଦେଖିଲା ସେ ଆଉ ପିଲା ଜନ୍ମ କରିପାରିବ ନାହିଁ। ତେଣୁ ସେ ଆପଣା ଦାସୀ ସିଳ୍ପାକୁ ଆଣି ଯାକୁବକୁ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକି ଘେନି ଯାକୁବ ସହିତ ବିବାହ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେୟା ଦେଖିଲେ ସେ ଆଉ ପିଲା ଜନ୍ମ କରି ପାରିବ ନାହିଁ। ତେଣୁ ସେ ଆପଣା ଦାସୀ ସିଳ୍ପାକୁ ଆଣି ଯାକୁବଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।