Genesis 31:1 — Compare Translations

5 translations compared side by side

Odia - 1840
"ଦିନେ ଯାକୁବ, ଲାବନର ଓ ତା'ର ପୁତ୍ରମାନେ କଥାବର୍ତ୍ତା ହେଉଥିବାର ଶୁଣିଲେ। ସମାନେେ କହିଲେ, ଯାକୁବ ସବୁକିଛି ନଇେ ୟାଇଛି ଯାହା ତାଙ୍କର ପିତାଙ୍କର ଥିଲା। ଆମ୍ଭମାନଙ୍କ ପିତାଙ୍କଠାରୁ ସବୁ ନଇେ ସେ ଧନୀ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାକୁବ ଆମ୍ଭମାନଙ୍କ ପିତାର ସର୍ବସ୍ଵ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାର ଧନରୁ ତାହାର ଏହି ସମସ୍ତ ଐଶ୍ଵର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଛାଡ଼ିବା ସମୟରେ ଯାକୁବ ଦୌଡ଼ି ପଳାଇଲେ ଦିନେ ଯାକୁବ, ଲାବନ ଓ ତା’ର ପୁତ୍ରମାନେ କଥାବାର୍ତ୍ତା ହେଉଥିବାର ଶୁଣିଲେ। ସେମାନେ କହିଲେ, “ଯାକୁବ ସବୁକିଛି ନେଇ ଯାଇଛି ଯାହା ତାଙ୍କର ପିତାଙ୍କର ଥିଲା। ଆମ୍ଭମାନଙ୍କ ପିତାଙ୍କଠାରୁ ସବୁ ନେଇ ସେ ଧନୀ ହୋଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, “ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି,” ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।