Genesis 31:10 — Compare Translations

5 translations compared side by side

Odia - 1840
" ସହେି ସମୟରେ ମୁଁ ଏକ ସ୍ବପ୍ନ ଦେଖିଥିଲି, ଯେଉଁ ପୁଂଛାଗ ମାଇ ଛାଗ ସହିତ ସଂଗମ କଲେ। ସମାନେେ ରଖାୟେୁକ୍ତ ଛିଟିଛିଟିକା ଏବଂ ଦାଗଦାଗ ହାଇେଥିଲେ ଏବଂ ବିନ୍ଦୁ ଚିହ୍ନିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ଵପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସମୟରେ ମୁଁ ଏକ ସ୍ୱପ୍ନ ଦେଖିଥିଲି, ଯେଉଁ ପୁଂ ଛାଗ ମାଇ ଛାଗ ସହିତ ସଙ୍ଗମ କଲେ। ସେମାନେ ରେଖାଯୁକ୍ତ ଛିଟିଛିଟିକା ଓ ଦାଗ-ଦାଗ ଏବଂ ବିନ୍ଦୁଚିହ୍ନିତ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ୱପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ।
Odia IRV 2017 (ଓଡିଆ ବାଇବେଲ)
କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ୱପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ।