Genesis 31:12 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ଦୂତ କହିଲେ, 'ଏବେ ଅନାଇ ଦେଖ ମାଇ ଛାଗଗୁଡ଼ିକ ସହିତ ସଂଗମ କରୁଥିବା ପ୍ରେତ୍ୟକକ ପୁଂ ଛାଗଗୁଡ଼ିକ ଗାର ଗାର, ଛିଟିଛିଟାକା ଓ ଦାଗ ଦାଗ ହାଇଗେଲେ। ମୁଁ ଏହା ହବୋକୁ ଦେଉଛି କାରଣ ଲାବନ ତୁମ୍ଭ ସହିତ ଯେଉଁ ପ୍ରକାର ବ୍ଯବହାର କଲା ମୁଁ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲେ, ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱରଙ୍କ ଦୂତ କହିଲେ, ‘ଏବେ ଅନାଇ ଦେଖ ମାଇ ଛାଗଗୁଡ଼ିକ ସହିତ ସଙ୍ଗମ କରୁଥିବା ପ୍ରତ୍ୟେକ ପୁଂ ଛାଗଗୁଡ଼ିକ ଗାର ଗାର, ଛିଟିଛିଟିକା ଓ ଦାଗ-ଦାଗ ହୋଇଗଲେ। ମୁଁ ଏହା ହେବାକୁ ଦେଉଛି କାରଣ ଲାବନ ତୁମ୍ଭ ସହିତ ଯେଉଁ ପ୍ରକାର ବ୍ୟବହାର କଲା ମୁଁ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲେ, ‘ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲେ, “ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ।